‘ମୁଁ ଇସ୍ତଫା ଦେଇଦେବି’, କାହିଁକି ଏମିତି ଘୋଷଣା କଲେ FBI ଡେପୁଟି ଡାଇରେକ୍ଟର? ଟ୍ରମ୍ପଙ୍କୁ ଲେଖିଲେ ଏମିତି ପତ୍ର ଓ୍ବାଶିଂଟନ,୧୮।୧୨: ଏଫବିଆଇର ଡେପୁଟି ଡାଇରେକ୍ଟର ଡାନ ବୋଙ୍ଗିନୋ ବୁଧବାର ଘୋଷଣା କରିଛନ୍ତି ଯେ ସେ ଚାକିରି ଆରମ୍ଭ କରିବାର ୧୦ ମାସରୁ କମ ସମୟ ପରେ ଜାନୁଆରୀରେ ଇସ୍ତଫା ଦେବେ। ୫୧ ବର୍ଷୀୟ ବୋଙ୍ଗିନୋ ଇନଷ୍ଟାଗ୍ରାମରେ ତାଙ୍କ ଇସ୍ତଫା ଘୋଷଣା...