ରେକର୍ଡ କଲା ଭାରତ: ୧୦୦୦ ଆରବ ଡଲାର ପାର କଲା ପ୍ରତ୍ୟେକ୍ଷ ବିଦେଶ ନିବେଶ ନୂଆଦିଲ୍ଲୀ,୧୩ା୧୨: ଭାରତରେ ପ୍ରତ୍ୟେକ୍ଷ ବିଦେଶ ନିବେଶ(ଏଫଡିଆଇ) ୨୦୦୦ ରୁ ୨୦୨୪ ମଧ୍ୟରେ ୧୦୦୦ ଆରବ ଡଲାର ପାର କରିଛି। ଏହା ବିଶ୍ୱସ୍ତରରେ ଏକ ନିରାପଦ ଏବଂ ପ୍ରାଥମିକ ପୁଞ୍ଜି ବିନିଯୋଗ ଲକ୍ଷ୍ୟ ଭାବରେ ଦେଶର ସୁନାମକୁ ସ୍ୱୀକୃତି ପ୍ରଦାନ କରୁଛି।...