ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ ବାରମ୍ବାର ଧମକପୂର୍ଣ୍ଣ ଫୋନ ଆସୁଥିବା ବାଲିଅନ୍ତା ଥାନାରେ ଲିଖିତ ଅଭିଯୋଗ ହୋଇଛି। ଫୋନ…