ଝିଅର ଜୀବନ ବଞ୍ଚାଇବାକୁ ଏମିତି ଅପିଲ କଲେ ମହିଳା ପ୍ରଶଂସକ, ଭିଡିଓ ହେଉଛି ଭାଇରାଲ ନୂଆଦିଲ୍ଲୀ,୨୧।୧: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ସୁରକ୍ଷା ଭାଙ୍ଗୁଥିବା ଏବଂ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପାଖକୁ ଯାଉଥିବାର ଦେଖାଯାଉଛି। ଏହି ଘଟଣାଟି ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ତୃତୀୟ ଏକଦିବସୀୟ...