ଲିଙ୍ଗରାଜ ପୀଠରେ ବିଦେଶିନୀଙ୍କୁ ଅସଦାଚରଣ ମାମଲାରେ ତ୍ୱରିତ ନ୍ୟାୟ ଭୁବନେଶ୍ୱର,୧୮।୩: ଶ୍ରୀଲିଙ୍ଗରାଜ ମନ୍ଦିର ନିକଟରେ ଜଣେ ବିଦେଶିନୀଙ୍କୁ ଅସଦାଚରଣ ମାମଲାରେ ମାତ୍ର ୨୮ ଦିନରେ ଦୋଷୀ କୁଣ୍ଡୁ ମହାପାତ୍ରକୁ ସଜା ଦେଇଛନ୍ତି କୋର୍ଟ। ଅଭିଯୋଗର ମାତ୍ର ୪ ଦିନ ଭିତରେ ଚାର୍ଜସିଟ୍ ଦାଖଲ ହୋଇଥିଲା ବେଳେ ମାତ୍ର ୨୮ ଦିନରେ...