ଜମିରେ ଜୈବିକ ପଦ୍ଧତିରେ ଖତସାର ପ୍ରୟୋଗ ଜରୁରୀ, ଉର୍ବରତା ବଢ଼ିବା ସହ… ମହାକାଳପଡ଼ା,୪ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କୃଷି ଓ କୃଷକର ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବ୍ୟାପକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। କୃଷି ପ୍ରଣାଳୀ ଉପରେ ବୁଧବାର କ୍ଷେତ୍ର ଦିବସ ପାଳିତ ହୋଇଯାଇଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି…