ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର
ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଗଭୀର ଅସନ୍ତୋଷ ଓ ଚିନ୍ତା ପ୍ରକାଶ ପାଇଛି। ଆଗକୁ ପାର୍ବଣ ଋତୁ ଆସୁଥିବା…

