Tag Archives: FIFA World Cup

ଫିଫା ବିଶ୍ୱକପ୍‌: ଫ୍ରାନ୍ସକୁ ୬-୪ରେ ହରାଇଲା ଇଂଲଣ୍ଡ

ମାୟାମି ଗାର୍ଡେନ୍ସ,୧୯ା୭: ବୁକାୟୋ ସାକାଙ୍କ ହ୍ୟାଟ୍ରିକ ଗୋଲ ବଳରେ ରବିବାର ଚଳିତ ଫିଫା ବିଶ୍ୱକପ୍‌ରେ ଅନୁଷ୍ଠିତ ପ୍ଲେ-ଅଫ୍‌ ମ୍ୟାଚ୍‌ରେ ଇଂଲଣ୍ଡ ୬-୪ ଗୋଲରେ ଫ୍ରାନ୍ସକୁ ପରାସ୍ତ କରି ବ୍ରୋଞ୍ଜ ମେଡାଲ ଜିତିଛି। ୧୯୮୨ ସଂସ୍କରଣରେ ହଙ୍ଗେରୀ ୧୦-୧ ଗୋଲରେ ଏଲ ସାଲଭାଡରକୁ…

ଫାଇନାଲ ଦେଖିବାକୁ ଯିବେ ନାହିଁ ଆର୍ଜେଣ୍ଟିିନା ରାଷ୍ଟ୍ରପତି, କାହିଁକି ଜାଣନ୍ତୁ..

ବୁଏନ୍ସ ଏରିଜ, ୧୭ା୭: ଆର୍ଜେଣ୍ଟିନା ରାଷ୍ଟ୍ରପତି ଜାଭିଏର୍‌ ମିଲେଇଙ୍କର ଏକ ଅନ୍ଧବିଶ୍ୱାସ ରହିଛି। ଏଥିପାଇଁ ସେ ରବିବାର ଆର୍ଜେଣ୍ଟିନା ଓ ସ୍ପେନ୍‌ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱକପ୍‌ ଫାଇନାଲ ଦେଖିବାକୁ ଯିବେ ନାହିଁ। ସେ ତାଙ୍କ ବାସଭବନରେ ବସି ମ୍ୟାଚ୍‌ ଉପଭୋଗ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର ଓ ଗୋଲକିପର ମ୍ୟାଟ ଫ୍ରିସେ ଗାଫେଙ୍କ ତ୍ରୁଟି କାରଣରୁ ବେଲଜିୟମ ପ୍ରଥମ ୩ଟି…

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି। ଶେଷରେ ଦୀର୍ଘ ୧୬ ବର୍ଷର କ୍ୟାରିଅରକୁ ଅଲବିଦା କହିଛନ୍ତି ୩୪ ବର୍ଷୀୟ ନେମାର।…

VIDEO: କିଏ ଏହି ଅଭିନେତ୍ରୀ, ଯାହାଙ୍କୁ ରାତାରାତି ଫେମଶ କରିଦେଲା FIFA ଓ୍ବାର୍ଲଡ କପ

ନୂଆଦିଲ୍ଲୀ,୨୫।୬: ୨୦୨୬ ଫିଫା ବିଶ୍ୱକପରେ ଖେଳାଳିମାନେ ପଡ଼ିଆରେ ସେମାନଙ୍କର ଦକ୍ଷତା ପ୍ରଦର୍ଶନ କରୁଥିବା ବେଳେ, ଷ୍ଟାଣ୍ଡରେ କିଛି ପ୍ରଶଂସକ ମଧ୍ୟ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ଦର୍ଶକଙ୍କ ମଧ୍ୟରେ, କେହି ଜଣେ ଖେଳାଳିଙ୍କୁ ତାଙ୍କ ସାଥୀଙ୍କ ସହିତ ଦେଖିପାରିବେ, କିମ୍ବା ଏପରି ପ୍ରଶଂସକମାନଙ୍କୁ…

ଗୋଲକିପରଙ୍କ ଦମ୍‌ଦାର ପ୍ରଦର୍ଶନ, ଇରାନର ନକ୍‌ଆଉଟ୍‌ ଆଶା ଉଜ୍ଜୀବିତ

ଇଙ୍ଗଲଉଡ୍‌,୨୨ା୬: ଚଳିତ ଫିଫା ବିଶ୍ୱକପ୍‌ରେ ସୋମବାର ଶକ୍ତିଶାଳୀ ବେଲଜିୟମ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌କୁ ୦-୦ ଗୋଲରେ ଇରାନ ଡ୍ର’ ରଖିଛି। ଏଥିସହିତ ଦଳ ନକ୍‌ଆଉଟ୍‌ ରାଉଣ୍ଡ ଅଭିମୁଖେ ଏକ ପାଦ ଆଗେଇଛି। ଇରାନର ଗତ ମ୍ୟାଚ୍‌ ଭଳି ଏଥର ମଧ୍ୟ ଫିଲ୍ଡ…

ଜର୍ମାନୀକୁ ବଡ଼ ଝଟ୍‌କା: ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲେ ଏହି ଡିଫେଣ୍ଡର

ଇଙ୍ଗଲଉଡ୍‌,୨୨ା୬- ଜର୍ମାନୀର ଡିଫେଣ୍ଡର ନିକୋ ସ୍କଲଟରବେକ ଚଳିତ ବିଶ୍ୱକପ୍‌ ଅବଶିଷ୍ଟାଂଶରୁ ବାଦ୍‌ ପଡ଼ିଛନ୍ତି। ଗତ ରବିବାର ଆଇଭରୀ କୋଷ୍ଟ ବିପକ୍ଷ ମ୍ୟାଚ୍‌ରେ ତାଙ୍କ ବାମ ଆଙ୍କଲରେ ଆଘାତ ଲାଗିଥିଲା। ପରେ ତାଙ୍କର ଟେଷ୍ଟ କରାଯିବାରୁ ତାଙ୍କର ମିଡିଆଲ ଲିଗାମେଣ୍ଟରେ ଆଘାତ ଲାଗିଥିବା…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌କୁ କେପ ଭର୍ଡେ ବିନା ଗୋଲରେ ଡ୍ର’ ଭାବେ ଶେଷ କରିଛି। ଚଳିତ…

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦ ଗୋଲରେ ପରାସ୍ତ କରିଛି। ଆଙ୍ଗ୍‌ଲୋ-ଭାରତୀୟ ମହିଳାଙ୍କଠାରୁ ଜନ୍ମିତ ନିଶାନଙ୍କୁ ଷ୍ଟାର୍ଟିଂ ଇଲେଭେନରେ ସାମିଲ…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ ଫିଲ୍ଡରେ ଖେଳାଯାଇଥିବା ମ୍ୟାଚ୍‌ରେ ଅନ୍ତିମ ମିନିଟ୍‌ରେ ଆମାଡ ଡିଆଲୋଙ୍କ ଗୋଲ ବଳରେ ଆଇଭରି…

ବିଶ୍ୱକପ୍‌ ଆରମ୍ଭ ପୂର୍ବରୁ ଫିଫା ଜାରିକଲା କଡ଼ା ନୂଆ ନିୟମାବଳୀ,ଜାଣନ୍ତୁ…

ଓ୍ବାଶିଂଟନ୍‌,୧୦।୬: ଆମେରିକାସରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ର ୨୩ତମ ସଂସ୍କରଣ ଲାଗି ଖେଳାଳିଙ୍କୁ କଡ଼ା ଶୃଙ୍ଖଳା ମଧ୍ୟରେ ରହିବାକୁ ପଡ଼ିବ। ସମୟ ନଷ୍ଟ ଓ ଇଞ୍ଜୁରି ବାହାନା ଭଳି ସମସ୍ୟାର ସମାଧାନ ପାଇଁ ଫିଫା ପକ୍ଷରୁ ବିଶ୍ୱକପ୍‌ ଲାଗି କଡ଼ା ନିୟମାବଳୀ…

FIFA ବିଶ୍ୱକପ ପୂର୍ବରୁ ଇରାନକୁ ବଡ଼ ଧମକ ଦେଲା ଆମେରିକା, କହିଲା ଆମେ ସେମାନଙ୍କୁ…

ଓ୍ବାଶିଂଟନ,୨୪।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସତ୍ତ୍ୱେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଏହି ଗ୍ରୀଷ୍ମ ଋତୁରେ ହେବାକୁ ଥିବା ଫିଫା ବିଶ୍ୱକପରେ ଇରାନର ଅଂଶଗ୍ରହଣ ଉପରେ ତାଙ୍କର କୌଣସି ଆପତ୍ତି ନାହିଁ। ତଥାପି, କିଛି ସର୍ତ୍ତ ଅଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?