‘ବିଜେଡି ଲଢ଼ିବା ଭଳି ଲାଗୁନି, କେବଳ ଫିଲ୍ ଇନ୍ ଦ ବ୍ଲାଙ୍କସ୍’ ଭୁବନେଶ୍ୱର,୨୦ା୧୦: ନୂଆପଡ଼ା ଉପନିର୍ବାଚନରେ ଭାଜପାର ବୃହତ ବିଜୟ ହେବ କହିଛନ୍ତି ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର। ସେ କହିଛନ୍ତି, ରାଜନୀତି ଯେଉଁଭଳି ମୋଡ଼ ନେଉଛି ବିଜେଡି ବିଲୁପ୍ତ ହେବ। ବିଜେଡିକୁ ବଞ୍ଚାଇ ରଖିବା ପାଇଁ କେନ୍ଦ୍ରୀୟ ନେତୃତ୍ୱ ଚାହୁଁଛନ୍ତି। ଆମେ...