FIH Hockey Pro League: ରାଉରକେଲାରେ ଭାରତକୁ ୩-୧ରେ ହରାଇଲା ବେଲଜିୟମ ରାଉରକେଲା,୧୧।୨: ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯାଇଥିବା ଏଫ୍ଆଇଏଚ୍ ପୁରୁଷ ପ୍ରୋ ଲିଗ୍ ୨୦୨୫-୨୬ର ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ୍ରେ ଭାରତୀୟ ଦଳ ବେଲଜିୟମ ନିକଟରୁ ପରାଜିତ ହୋଇଛି। ଭାରତ ପକ୍ଷରୁ ଶିଳାନନ୍ଦ ଲାକ୍ରା ଏକମାତ୍ର ଗୋଲ୍ ଦେଇଥିବା ବେଳେ ବେଲଜିୟମର ଆକ୍ରମଣାତ୍ମକ…