ରୋଗୀଙ୍କୁ ଔଷଧ ଖୁଆଇବେ ସ୍ବାସ୍ଥ୍ୟକର୍ମୀ ଭୁବନେଶ୍ୱର,୬୬।୨: ଫାଇଲେରିଆ ନିରାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏଣିକି ସ୍ବାସ୍ଥ୍ୟକର୍ମୀ ଘରକୁ ଘର ଯାଇ ଫାଇଲେରିଆରେ ଆକ୍ରାନ୍ତ ରୋଗୀଙ୍କୁ ମେଡିସିନ ଖୁଆଇବେ। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଶୁକ୍ରବାର ଏହି…