ଅଭିଯୋଗ ଦେବାକୁ ଯାଇଥିବା ନାବାଳିକାଙ୍କୁ ଥାନାରେ ଧମକ, ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି… ବାରିପଦା/ମୋରଡ଼ା,୧୭ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ବିବାଦୀୟ ମୋରଡ଼ା ଥାନା ଅଧିକାରୀ ସୁମିତ କୁମାର ସୋରେନ ଅଭିଯୋଗ ଦେବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ଥାନାରେ ଧମକ ଦେବା ଘଟଣାକୁ ନେଇ ବୁଧବାର ଅପରାହ୍ନରେ ନାବାଳିକାଙ୍କ ମା-ବାପା ରାଷ୍ଟ୍ରପତିଙ୍କ ଉଦେଶ୍ୟରେ ମୟୂରଭଞ୍ଜ ଜିଲାପାଳଙ୍କୁ ଏକ…