ପରିବେଶ, ଜଳବାୟୁ ପରିବର୍ତ୍ତନ ସମ୍ପର୍କିତ ଫିଲ୍ମ ଫେଷ୍ଟିଭାଲ ଦାରିଙ୍ଗବାଡ଼ି,୬ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ମିଶ୍ର କଲ୍ୟାଣ ମଣ୍ଡପ ପରିସରରେ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ସମ୍ପର୍କିତ ଫିଲ୍ମ ଫେଷ୍ଟିଭାଲ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଫେଷ୍ଟିଭାଲରେ ମୁଖ୍ୟତଃ ଜଙ୍ଗଲ ସୁରକ୍ଷା, ଜୈବିକ ପଦ୍ଧତିରେ କୃଷିକାର୍ଯ୍ୟରେ ପରିବେଶର ବିକାଶ,...