ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ ଘଟିଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି।…