ମହିସାଗର ପୋଲ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୋଦି, ମୃତକଙ୍କ ପରିବାର ପାଇଁ ଘୋଷଣା କଲେ ସହାୟତା ରାଶି ଭଦୋଦରା,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଭଦୋଦରା ଜିଲାରେ ପୋଲ ଭୁଶୁଡ଼ିବା ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ଏହି ଦୁର୍ଘଟଣାରେ ୯ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନେକ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୃତକଙ୍କ ପରିବାର ପାଇଁ ଆର୍ଥିକ ସହାୟତା ଘୋଷଣା...