ନଭେମ୍ବର ପହିଲାରୁ ଲାଗୁ ହେବାକୁ ଯାଉଛି ଟଙ୍କା ସହ ଜଡ଼ିତ ୬ ବଡ଼ ପରିବର୍ତ୍ତନ, ପକେଟ ଉପରେ ପଡ଼ିବ ପ୍ରଭାବ, ଜାଣିନିଅନ୍ତୁ… ନୂଆଦିଲ୍ଲୀ,୩୧।୧୦: ସାଧାରଣତଃ ପ୍ରତି ମାସ ପହିଲାରେ ଟଙ୍କା ସହ ଜଡ଼ିତ କିଛି ନୂଆ ପରିବର୍ତ୍ତନ ଲାଗୁ ହୋଇଥାଏ। ବୁଧବାରଠାରୁ ନଭେମ୍ବର ମାସ ଆରମ୍ଭ ହେଉଥିବାରୁ କିଛି ପ୍ରମୁଖ ପରିବର୍ତ୍ତନ ହେବାକୁ ଯାଉଛି। ଏହାର ପ୍ରଭାବ ଆପଣଙ୍କ ପର୍ସଠାରୁ ଆରମ୍ଭ କରି...