ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼… ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ ସମସ୍ତଙ୍କୁ ସରକାରୀ ଚାକିରି ମିଳିବା ସହଜ ହେଉନାହିଁ। ଏଭଳି ପରିସ୍ଥିତିରେ ସରକାରଙ୍କର ଅନେକ ଯୋଜନା ଯୁବପିଢ଼ିଙ୍କୁ ନିଯୁକ୍ତି ଦେବା…