ଜାତୀୟ ଲୋକ ଅଦାଲତ: ୨୪୬ ମାମଲା ଫଇସଲା ସହ ଏତିକି ଟଙ୍କା ଜରିମାନା ଆଦାୟ ଭଞ୍ଜନଗର,୧୪ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସିଭିଲ କୋର୍ଟ ପ୍ରାଙ୍ଗଣରେ ତାଲୁକ ଆଇନ ସେବା କମିଟି ଭଞ୍ଜନଗରଙ୍କ ପକ୍ଷରୁ ୨୦୨୬ ବର୍ଷର ପ୍ରଥମ ଜାତୀୟ ଲୋକ ଅଦାଲତ ଶନିବାର ଅନୁଷ୍ଠିତ ହୋଇଥିଲା। ଏଥିରେ ଭଞ୍ଜନଗର ଅତିରିକ୍ତ ଜିଲା ଓ ଦୌରାଜଜ ତଥା…