ଆଇସ୍କ୍ରିମ୍ରୁ ବାହାରିଲା ମଣିଷର କଟା ଆଙ୍ଗୁଳି ମୁମ୍ବାଇ,୧୩ା୬: ମୁମ୍ବାଇର ମଲାଡ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା କହିଛନ୍ତି, ସେ ଏକ ଆଇସ୍କ୍ରିମ୍ ଭିତରୁ ମଣିଷର କଟା ଆଙ୍ଗୁଳି ପାଇଛନ୍ତି। ମହିଳା ଜଣକ ଏହାର ଫଟୋ ସୋସିଆଲ ମିଡିଆରେ ଶେୟାର କରି ପୋଲିସ...