ଚୌକା-ଛକା ବର୍ଷା କରି ଅନେକ ରେକର୍ଡ ଭାଙ୍ଗିଲେ ଏହି କ୍ରିକେଟର୍ ନୂଆଦିଲ୍ଲୀ,୧୭।୧: ଟି-୨୦ ସିରିଜର ତୃତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ପାକିସ୍ତାନକୁ ପରାସ୍ତ କରିଛି। ଏହି ମ୍ୟାଚ ରେ ଫିନ ଆଲେନ ବିସ୍ଫୋରକ ଶତକ ହାସଲ କରିଥିଲେ। ସେ ୧୬ ଛକା ଓ ୬ ଚୌକା ସହାୟତାରେ ୧୩୭ ରନ ସ୍କୋର କରିଥିଲେ।...