Tag Archives: FIR

ଭୋଟର ତାଲିକାରେ ଅନିୟମିତତା, ୪ ସରକାରୀ କର୍ମଚାରୀ ନିଲମ୍ବିତ

କୋଲକାତା,୩।୧: ପଶ୍ଚିମବଙ୍ଗରେ ଭୋଟର ତାଲିକା ଅନିୟମିତତାର ଏକ ପୁରୁଣା ମାମଲାରେ ଭାରତୀୟ ନିର୍ବାଚନ କମିଶନ (ECI) ପୁଣି ଥରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଭୋଟର ତାଲିକାରେ ଅନିୟମିତତା ଅଭିଯୋଗରେ ନିର୍ବାଚନ କମିଶନ ଚାରି ଜଣ ଅଧିକାରୀ ଏବଂ ଜଣେ କର୍ମଚାରୀଙ୍କ…

ଅନିଲ ଅମ୍ବାନୀଙ୍କ କମ୍ପାନୀରେ ପଶିଲା ED: ୩,୦୦୦ କୋଟି ଟଙ୍କାର ଠକେଇ ଅଭିଯୋଗ

ମୁମ୍ବାଇ,୨୪।୭: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଗୁରୁବାର ଶିଳ୍ପପତି ଅନିଲ ଅମ୍ବାନୀଙ୍କ ମୁମ୍ବାଇରେ ଥିବା କମ୍ପାନୀଗୁଡ଼ିକ ସହିତ ଜଡିତ ଅନେକ ସ୍ଥାନରେ ଚଢାଉ କରିଛି। ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ରିଲାଏନ୍ସ କମ୍ୟୁନିକେସନ୍ସ ଏବଂ ଏହାର ପ୍ରମୋଟର-ନିର୍ଦ୍ଦେଶକ ଅନିଲ ଡି ଅମ୍ବାନୀଙ୍କୁ ‘ଠକେଇ’…

ହିନ୍ଦୁ ଧର୍ମକୁ ନେଇ ଆପତ୍ତିଜନକ ଟିପ୍ପଣି କରିବା ପଡିଲା ମହଙ୍ଗା, ସିଧା ପହଞ୍ଚିଲେ…

ହାଇଦ୍ରାବାଦ,୨୮।୬: ହିନ୍ଦୁ ଧମକୁ ନେଇ ଆପତ୍ତିଜନକ ମନ୍ତବ୍ୟ ଦେବା ଅଭିଯୋଗରେ ହାଇଦ୍ରାବାଦର ରାମକୋଟ ଅଞ୍ଚଳର ଜଣେ ମୁସଲିମ ବ୍ୟକ୍ତିଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଛି। ରାମକୋଟ ଅଞ୍ଚଳର ନାରାୟଣଗୁଡ଼ା ପୋଲିସ ଇନ୍ସପେକ୍ଟର ଚନ୍ଦ୍ର ଶେଖରଙ୍କ ଅନୁଯାୟୀ, ମୁସଲିମ ସମ୍ପ୍ରଦାୟର ଜଣେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri