ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ
ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ରାତିରେ ଘଟିଥିବା ଭୟଙ୍କର ଅଗ୍ନିକାଣ୍ଡରେ ୪ ବଖରା ଘର ଜଳିଯାଇଛି...
ପଲିଥିନ୍ କାରଖାନାରେ ଲାଗିଲା ନିଆଁ
କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସୂଚନା ପାଇବା ପରେ, କଟକ ଏବଂ ଚାଉଳିଆଗଞ୍ଜ ଅଗ୍ନିଶମ ସେବା...
ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର
ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ ନିଆଁ ଲାଗି ଅନ୍ୟ ଦୋକାନକୁ ବ୍ୟାପିଥିଲା। ତେବେ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳକୁ ପହଞ୍ଚି...
ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…
ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ ଅଘଟଣ। ଗାଁର ଚନ୍ଦ୍ରମଣି ପତିଙ୍କ ସ୍ତ୍ରୀ ରାଜଶ୍ରୀ ଅତ୍ୟଧିକ ଥଣ୍ଡାରୁ ଶନିବାର ସକାଳୁ...
ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ପ୍ରସ୍ତୁତି ବେଳେ ଚୁଲିରୁ ପାଚିକାଙ୍କ ଶାଢ଼ିରେ ଲାଗିଲା ନିଆଁ
ଆନନ୍ଦପୁର,୨୭ା୧୧(ସୁଶାନ୍ତ କୁମାର ସାହୁ): ମଧ୍ୟାହ୍ନଭୋଜନ ପ୍ରସ୍ତୁତି ବେଳେ ଚୁଲି ନିଆଁରୁ ଶାଢ଼ିରେ ନିଆଁ ଲାଗିଯାଇ ପାଚିକା ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ହୋଇଛନ୍ତି। ପାଚିକା ହେଲେ ଗ୍ରାମର ତଅପୋଇ ପ୍ରଧାନ। ସୂଚନାରୁ ଜଣାପଡ଼ିଛି, କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ହାତୀବନ୍ଧା...
ପୂର୍ବ ଶତ୍ରୁତାରୁ ରାତିରେ ଘର ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…
ତିହିଡ଼ି,୨୧ା୧୧(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଫତେପୁର ପଞ୍ଚାୟତ ଅଧୀନ ବିଭୂତିପୁର ଗ୍ରାମର ଜଣେ ଯୁବକ ସେହି ଗ୍ରାମର ୨ପରିବାରର ୩ବଖରା ଗୃହକୁ ପେଟ୍ରୋଲ ପକାଇ ଜାଳି ଦେଇଥିବା ଶୁକ୍ରବାର ଥାନାରେ ଅଭିଯୋଗ ହୋଇଛି। ପୂର୍ବ ଶତ୍ରୁତାରୁ ଯୁବକ...
ଶୋଇଥିବାବେଳେ ଘରେ ଲାଗିଗଲା ନିଆଁ, ଜଳିଗଲା ନଗଦ ୮ ଲକ୍ଷ ଟଙ୍କା ସହ…
ଖଲ୍ଲିକୋଟ,୧୬ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଟାଉନସ୍ଥିତ ଧରାକୋଟ ସାହିରେ ଶନିବାର ବିଳମ୍ବିତ ରାତିରେ ଦିଲୀପ ଖୁଣ୍ଟିଆଙ୍କ ପରିବାର ଖାଇ ପିଇ ଶୋଇଥିବାବେଳେ ଶଟ୍ସର୍କିଟ୍ରୁ ନିଆଁ ଲାଗିଯାଇଥିଲା। ହଠାତ୍ ପଛଘର ପଟୁ ନିଆଁ ବାହାରିବା ଦେଖି ଦିଲ୍ଲୀପ ପରିବାରର...
ଖବର ପ୍ରକାଶ ପରେ ଚେତିଲେ ବ୍ୟବସାୟୀ, ବର୍ଜ୍ୟବସ୍ତୁରେ ନିଆଁ ଲଗାଇ ପଡ଼ିଆ କଲେ ସଫା
ଦାରିଙ୍ଗବାଡ଼ି,୨୫ା୧୦(ଅରୁଣ ସାହୁ): ହେଲିପ୍ୟାଡ୍ ପଡ଼ିଆଠାରେ ଚଳିତ ବର୍ଷ ଦୀପାବଳି ପାଇଁ ବାଣ ଦୋକାନ ଖୋଲାଯାଇଥିଲା। ଏଥିରେ ଲାଇସେନ୍ସପ୍ରାପ୍ତ ୫ ଜଣ ବ୍ୟବସାୟୀ ସ୍ବତନ୍ତ୍ର ଭାବେ ଦୋକାନ ଖୋକିଥିଲେ। ତେବେ ଦୀପାବଳି ସରିବା ପରେ ବାଣ ଦୋକାନଗୁଡ଼ିକ ବନ୍ଦ ହୋଇଯାଇଥିଲା। ସେଠାରେ...
ଚଳନ୍ତା କଣ୍ଟେନରରେ ଲାଗିଲା ନିଆଁ, ଆଉ ତା’ ପରେ…
ଛତ୍ରପୁର,୧୬ା୧୦(ଦିଲ୍ଲୀପ ସାମଲ): ରାସ୍ତା ଉପରେ ହୁତୁହୁତୁ ହୋଇ ଜଳିଗଲା କଣ୍ଟେନର। ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର। ଗୁରୁବାର ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ନିକଟ ଜାତୀୟ ରାଜପଥ ଉପରେ ଏହି ଘଟଣା ଘଟିଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ...
ଆଇସିୟୁରେ ଲାଗିଲା ନିଆଁ, ୬ ମୃତ
ଜୟପୁର,୬।୧୦: ଜୟପୁରର ପ୍ରମୁଖ ହସ୍ପିଟାଲ, ସୱାଇ ମାନ ସିଂହ ହସ୍ପିଟାଲର ଆଇସିୟୁ ୱାର୍ଡରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ୬ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି। ଏସଏମଏସ ହସ୍ପିଟାଲ ଟ୍ରମା ସେଣ୍ଟରର ଇନଚାର୍ଜ ଡାକ୍ତର ଅନୁରାଗ ଧାକଡ କହିଛନ୍ତି ଯେ...
ବଜ୍ରପାତରେ ଜଳିଗଲା ଘର: ଅଗ୍ନିବିପନ୍ନଙ୍କୁ ସହାୟତାର ହାତ ବଢ଼ାଇଲେ ବିଭିନ୍ନ ସଂଗଠନର କର୍ମକର୍ତ୍ତା
ଧର୍ମଶାଳା,୨୨ା୯(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ବଡ଼କାଏମା ପଞ୍ଚାଯତର ଦାସ ସାହି ଗ୍ରାମର ଅଗ୍ନିବିପନ୍ନ ବାରିଣିଙ୍କ ପରିବାର ପାଖେ ବିଭିନ୍ନ ସଂଗଠନ ପହଞ୍ଚି ସହାୟତା ପ୍ରଦାନ କରିଛନ୍ତି। ମିଳିଥିବା ସୂଚନା ଅନୁସାରେ ଦାସସାହି ଗ୍ରାମର ବଟକୃଷ୍ଣ ଦାସଙ୍କ...
ଗ୍ୟାରେଜରେ ବାଇକ୍ ଖୋଲି ଚେକ୍ କରୁଥିଲେ ମାଲିକ, ହଠାତ୍ ଲାଗିଲା ନିଆଁ, ଆଉ ତା’ ପରେ…
କେସିଙ୍ଗା,୧୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ଗ୍ରାମରେ ଥିବା ମାଝୀ ଗ୍ୟାରେଜ୍ରେ ମାଲିକ ବାଇକ୍ ଖୋଲି ଚେକ୍ କରୁଥିଲେ। ଏହି ସମୟରେ ଶଟ୍ସର୍କିଟ୍ ଯୋଗୁ ନିଆଁ ଲାଗି ବାଇକ୍ ଦୁଇଟି ସମ୍ପୂର୍ଣ୍ଣ ଜଳିପୋଡ଼ି ନଷ୍ଟ ହୋଇଯାଇଛି।...
Archives


