ବସ୍ ଇଞ୍ଜିନ୍ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍ରେ ହଠାତ୍ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍ରେ ବସିଥିବା ଯାତ୍ରୀମାନେ ଭୟଭୀତ ହୋଇ ବସ୍ରୁ ଏଣେ ତେଣେ ବାହାରିବା ପାଇଁ ଚେଷ୍ଟା କରୁଥିଲେ। ସେଠାରେ ଉପସ୍ଥିତ…