ଓଲା ଗାଡିରେ ଯାଉଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ତାପରେ…. ଛତ୍ରପୁର,୧୫ା୩(ଦିଲ୍ଲୀପ ସାମଲ): ଚଳନ୍ତା ଓଲା ଗାଡିରେ ଲାଗିଗଲା ନିଆଁ । ଅଗ୍ନିକାଣ୍ଡରେ ଗାଡିଟି ନଷ୍ଟ ହୋଇଯାଇଥିବା ବେଳେ ଅଳ୍ପକେ ବର୍ତ୍ତିଗଲେ ଚାଳକ । ଏପରି ଦୃଶ୍ୟ ଦେଖିବାକୁ ମିଳିଛି ଖୋଦ ଗଞ୍ଜାମ ଜିଲାର ଚମାଖଣ୍ଡି ଛକ ଠାରୁ ବଣବୁଲାପଲ୍ଲୀ ଗ୍ରାମକୁ ଯିବା…