ବାରିପଦା,୧୦ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରସ୍ଥିତ ଦାରୋଗାଡ଼ାହି ଛକ ନିକଟରେ ଥିବା କାଇନେଟିକ୍ ଶୋ’ ରୁମ୍ରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଗାଡ଼ି ପୋଡ଼ି…