କଳସ ଯାତ୍ରାରେ ବାଣ ବିସ୍ଫୋରଣ, 10ରୁ ଉର୍ଦ୍ଧ୍ବ ଆହତ କେନ୍ଦ୍ରାପଡା,୨୬।୨(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଗୁଲୁନଗର ଗାଁରେ ବଡ଼ ଅଘଟଣ । ବାଣ ବିସ୍ଫୋରଣରେ ୧୦ରୁ ଉର୍ଦ୍ଧ୍ବ ବ୍ୟକ୍ତି ଆହତ ହୋଇଛନ୍ତି । ସାମାନ୍ୟ ଭୁଲରୁ ଉତ୍ସବ ସ୍ଥଳ ବାଣ ବିସ୍ଫୋରଣ ପାଇଁ କ୍ରନ୍ଦନ ସ୍ଥଳ ହୋଇଯାଇଛି । ଜଣେ ବ୍ୟକ୍ତି ଗୁରୁତର…