‘ଲୋକଙ୍କୁ ସବୁ ସମୟରେ ସେବା ଯୋଗାଇବା ପାଇଁ ସଂକଳ୍ପ’ ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଅଗ୍ନିଶମ ବିଭାଗ ପକ୍ଷରୁ ୭୯ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ ଅଗ୍ନିଶମ ବିଭାଗର ଗୋଷ୍ଠୀ ଅଧିକାରୀ ଧବଳେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜାତୀୟ ପତ୍ତାକା ଉତ୍ତୋଳନ ହୋଇଛି। ଜାତୀୟ ସଙ୍ଗୀତ ଗାନ…