ଚଳନ୍ତା ଆମ ବସ୍ରେ ଲାଗିଲା ନିଆଁ, ଭିତରୁ ଯାତ୍ରୀମାନଙ୍କୁ… ଖୋର୍ଦ୍ଧା,୨୧ା୮(ପ୍ରଭାତ ପାଣିଗ୍ରାହୀ): ଗୁରୁବାର ମଧ୍ୟାହ୍ନରେ ୧୬ ନମ୍ବର ଜାତୀୟ ରାଜପଥର ଖୋର୍ଦ୍ଧା ନିକଟସ୍ଥ ଗଡ଼ଖୋର୍ଦ୍ଧା ଛକରେ ଏକ ଚଳନ୍ତା ଆମ ବସରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଓଡ଼ିଶା ରାଜ୍ୟ ପରିବହନ ନିଗମର ଏକ ବସ (ଓଡି-୩୩, ୟୁ-୭୩୪୯) ଜଗତପୁରରୁ ଖୋର୍ଦ୍ଧା...