ହାଇଦ୍ରାବାଦରେ ଅଗ୍ନିକାଣ୍ଡ: ଜିଅନ୍ତା ଜଳିଗଲେ ୧୭, ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ ହାଇଦ୍ରାବାଦ,୧୮ା୫: ରବିବାର ସକାଳେ ହାଇଦ୍ରାବାଦର ଚାରମିନାର ନିକଟସ୍ଥ ଗୁଲଜାର ହାଉସରେ ଏକ ଭୀଷଣ ଅଗ୍ନିକାଣ୍ଡ ଘଟି ୧୭ ଜଣଙ୍କର ମୃତ୍ୟୁ ହୋଇଛି। ତେଲଙ୍ଗାନାର ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀ ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ଏବଂ କୋଠାରେ ଫସି ରହିଥିବା…