କେନ୍ଦୁଝର,୧୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଉଦୟପୁର ଗ୍ରାମର ପାତ୍ର ସାହିରେ ରବିବାର ବିଳମ୍ବିତ ରାତିରେ ଏକ ଅଘଟଣ ଘଟିଛି। ଗ୍ରାମର ରାମଚନ୍ଦ୍ର ପାତ୍ରଙ୍କ…