ନାବାଳିକା ଦେହରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ ପିପିଲି,୧୯ା୭: ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ୩ ଜଣ ଦୁର୍ବୃତ୍ତ ଏହି କାଣ୍ଡ ଘଟାଇଥିବା ଜଣାପଡ଼ିଛି। ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ...