ପିପିଲି,୭ା୪: ରୋଗୀ ନେଇ ଯିବାବେଳେ ବାଟରେ ଏକ ଅଘଟଣ ଘଟିଛି। ଜଣେ ରୋଗୀଙ୍କୁ ପୁରୀ ଜିଲା ଡେଲାଙ୍ଗରୁ ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱର ନିଆଯାଉଥିବାବେଳେ ଆମ୍ବୁଲାନ୍ସରେ ନିଆଁ ଲାଗିଯାଇଥିଲା।…