ଜଗନ୍ନାଥ ଦର୍ଶନ କରି ବାହାରିଥିଲେ ଦମ୍ପତି, ବାଟରେ ଚଳନ୍ତା କାର୍ରେ ଲାଗିଲା ନିଆଁ, ଆଉ ତା’ ପରେ… ନନ୍ଦପୁର,୨୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ଜୟପୁର-ବିଶାଖାପାଟଣା ସଂଯୋଗୀ ପୂର୍ତ୍ତ ବିଭାଗ ଅଧୀନ ରାଜ୍ୟ ରାଜପଥର ସୁବୁଲାର ଛକ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ଚଳନ୍ତା କାର୍ ଜଳି ପୋଡ଼ି ପାଉଁଶ ହୋଇଛି। କାର୍ରେ ଥିବା…