ଆକାଶରୁ ବର୍ଷୁଛି ନିଆଁ, କଲବଲ ହେଉଛି ଜୀବନ, ଆହୁରି ୫ ଦିନ ଯାଏ… ଭୁବନେଶ୍ୱର,୨୧ା୫: ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଆକାଶରୁ ଯେମିତି ଅଗ୍ନିବର୍ଷା ହେଉଛି। ଅସହ୍ୟ ଖରା ତାତି ଓ ଗୁଳୁଗୁଳିରେ କଲବଲ ହେଉଛି ଜୀବନ। ସକାଳୁ ରାତି, ଘରେ ବାହାରେ ଜନଜୀବନ ଗୁରୁତର ପ୍ରଭାବିତ ହୋଇଛି। ଗୁରୁବାର ୪୬ ଡିଗ୍ରୀ ସହ ଝାରସୁଗୁଡା…