ସରକାରୀ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୩ ନବଜାତ ଶିଶୁ
ଅମରାବତୀ,୨୪।୮: ସୋମବାର (୨୪ ଅଗଷ୍ଟ) ଭୋର ପ୍ରାୟ ୩ଟା ୩୦ ସମୟରେ ମହାରାଷ୍ଟ୍ରର ଅମରାବତୀ ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଅମରାବତୀର ସରକାରୀ ମହିଳା ହସ୍ପିଟାଲର ନବଜାତ ୱାର୍ଡରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ପୋଡ଼ି…
ହୋଟେଲରେ ବଡ଼ଧରଣର ଅଗ୍ନିକାଣ୍ଡ: ୯ ମୃତ
କୋଲକାତା, ୧୯।୯: କୋଲକାତାରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣା ସାମ୍ନାକୁ ଆସିଛି। ନ୍ୟୁ ମାର୍କେଟ ଅଞ୍ଚଳର ଫ୍ରି ସ୍କୁଲ ଷ୍ଟ୍ରିଟ୍ରେ ଥିବା ଏକ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୬ ଜଣ ଆହତ ହୋଇଛନ୍ତି। ପ୍ରାଥମିକ…
ସମୁଦ୍ରରେ ବଡ଼ ଦୁର୍ଘଟଣା! ଜଳିଗଲା ଯାତ୍ରୀବାହୀ ଜାହାଜ, ୪୧ ଯାତ୍ରୀ….
ଜାକାର୍ତ୍ତା,୨।୮:ଇଣ୍ଡୋନେସିଆର ମଦୁରା ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ଜାହାଜରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ ନିଖୋଜ ଥିବାର ସୂଚନା ମିଳିଛି। ନିଆଁ ଲାଗିବା ପରେ ଉଦ୍ଧାର କାର୍ଯ୍ୟ ଆରମ୍ଭ…
ଛୁଆ ରହିଥିବା ବେଳେ ଶିଶୁ ୱାର୍ଡରେ ହଠାତ୍ ଲାଗିଗଲା ନିଆଁ, ତାପରେ ଯାହା ଘଟିଲା….
ଛତ୍ରପୁର,୭ା୬(ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ହୋଇଛି । ଚିକିତ୍ସାଳୟର ଶିଶୁ ୱାର୍ଡରେ ନିଆଁ ଲାଗିଥିବା ବେଳେ କାହାର କିଛି କ୍ଷତି ହୋଇନଥିବା ସୂଚନା ରହିଛି । ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ବେଳେ ଶିଶୁ ୱାର୍ଡରେ…
ଚଳନ୍ତା ଅବସ୍ଥାରେ ଆମ୍ବୁଲାନ୍ସରେ ଲାଗିଗଲା ନିଆଁ, ଆଉ ତା’ ପରେ…
ଭୁବନେଶ୍ୱର,୧ା୬: ଖଣ୍ଡଗିରି ନିକଟ ଜାଗମରାରେ ଏକ ଆମ୍ବୁଲାନ୍ସରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି। ଚଳନ୍ତା ଅବସ୍ଥାରେ ହିଁ ଆମ୍ବୁଲାନ୍ସଟିରେ ନିଆଁ ଲାଗିଯାଇଥିଲା। ଫଳରେ ସମ୍ପୂର୍ଣ୍ଣ ଭାବେ ଜଳିଯାଇଛି ଆମ୍ବୁଲାନ୍ସ। ରୋଗୀ ଆଣିବାକୁ ଯିବା ବେଳେ ଆମ୍ବୁଲାନ୍ସରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିଶମ…
କଟକ ମାଛ ମାର୍କେଟ୍ରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା
କଟକ,୧ା୬: ପ୍ରେସ୍ ଛକ ମାଛ ମାର୍କେଟ୍ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମାଛ ମାର୍କେଟ ଜଳି ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି। ତେବେ ଏହି ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି। ପାଖରେ…
ମାଛକୁଣ୍ଡ ଜଳବିଦ୍ୟୁତ୍ କେନ୍ଦ୍ରରେ ଲାଗିଲା ନିଆଁ, ଲିଭାଇବାକୁ ଯାଇ ଯନ୍ତ୍ରୀ…
ନନ୍ଦପୁର/ଲମତରପୁଟ,୨୩ା୫(ତୁଷାରକାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକରେ ଥିବା ମାଛକୁଣ୍ଡ ଜଳ ବିଦ୍ୟୁତ୍ କେନ୍ଦ୍ରରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ବୈଦ୍ୟୁତିକ ଉପକରଣ ନଷ୍ଟ ହୋଇଯାଇଛି। ସୂଚନାନୁଯାୟୀ, ହାଇ ଭୋଲଟେଜ୍ ଯୋଗୁ ପ୍ଲାଣ୍ଟରେ ଥିବା…
ସରକାରୀ ଓଜନ କଣ୍ଟାରେ ଲାଗିଲା ନିଆଁ: ଜଳିଗଲା ଗୁରୁତ୍ୱପୂର୍ଣ୍ଣ ନଥିପତ୍ର
କେନ୍ଦୁଝର,୧୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଡ଼କାଳିମାଟିତଠାରେ ଥିବା ସରକାରୀ ଓଜନ କଣ୍ଟାରେ ବୁଧବାର ନିଆଁ ଲାଗିଯିବାରୁ ଏହା ଭିତରେ ଥିବା ବହୁ କାଗଜପତ୍ର ଓ ଅନ୍ୟାନ୍ୟ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ରାସ୍ତା ଜାମ୍ ଯୋଗୁ ଦମକଳ ଗାଡ଼ି…
ପେଟ୍ରୋଲ ପମ୍ପରେ ଭୟଙ୍କର ଅଗ୍ନିକାଣ୍ଡ, ୧୨ ଆହତ
ରାଜଗଡ଼,୧୨।୫: ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ପାଚୋର ସହରରୁ ଏକ ବଡ଼ ଖବର ଆସିଛି, ଯେଉଁଠାରେ ସହରର ମଧ୍ୟଭାଗରେ ଅବସ୍ଥିତ ଚୁନ୍ନାଲାଲ-ମୁନ୍ନାଲାଲ ଭାରତ ପେଟ୍ରୋଲ ପମ୍ପରେ ସୋମବାର ରାତିରେ (୧୧ ମଇ) ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ଏହି ଘଟଣାରେ ୧୨ ଜଣ…
ଅବତରଣ ସମୟରେ ବିମାନର ଟାୟାରରେ ଲାଗିଲା ନିଆଁ; ଥିଲେ ୨୭୮ ଜଣ ଯାତ୍ରୀ
କାଠମାଣ୍ଡୁ,୧୧।୫: ନେପାଳର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ ସମୟରେ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି। ବିମାନର ଟାୟାରରେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି। ପୋଲିସ ନିଶ୍ଚିତ କରିଛି ଯେ ନିଆଁକୁ ନିୟନ୍ତ୍ରଣ କରାଯାଇଛି ଏବଂ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବରେ ବାହାର…
ଗ୍ରାମ୍ୟ ପାଇପ୍ ଜଳ ଯୋଗାଣ ପମ୍ପ୍ ହାଉସ୍ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ
ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍ ହାଉସ୍ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନାରେ। ସ୍ଥାନୀୟ ଶିବ ମନ୍ଦିର ନିକଟରେ ଥିବା ପମ୍ପ ହାଉସ୍ରେ ବୁଧବାର…
ଦୋକାନ ଭିତରେ ଜିଅନ୍ତା ଜଳିଗଲେ ବାପ-ପୁଅ, ଶୋଇଥିବାବେଳେ ଘଟିଲା…
ଖୋର୍ଦ୍ଧା,୧୫ା୩(ପ୍ରଭାତ ପାଣିଗ୍ରାହୀ): ବୋଲଗଡ଼ ବ୍ଲକ ସାନପଦର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ସକାଳୁ ଦୋକାନରେ ଶୋଇଥିବା ବେଳେ ଜିଅନ୍ତା ଜଳି ଯାଇଛନ୍ତି ବାପ-ପୁଅ। ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ସାନପଦର ଗାଁ ମୁଣ୍ଡରେ ତେଜରାତି ଓ…

