ଛତ୍ରପୁର,୧୬ା୧୦(ଦିଲ୍ଲୀପ ସାମଲ): ରାସ୍ତା ଉପରେ ହୁତୁହୁତୁ ହୋଇ ଜଳିଗଲା କଣ୍ଟେନର। ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର। ଗୁରୁବାର ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ନିକଟ ଜାତୀୟ ରାଜପଥ ଉପରେ…
ଜୟପୁର,୬।୧୦: ଜୟପୁରର ପ୍ରମୁଖ ହସ୍ପିଟାଲ, ସୱାଇ ମାନ ସିଂହ ହସ୍ପିଟାଲର ଆଇସିୟୁ ୱାର୍ଡରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ୬ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି। ଏସଏମଏସ…
ଧର୍ମଶାଳା,୨୨ା୯(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ବଡ଼କାଏମା ପଞ୍ଚାଯତର ଦାସ ସାହି ଗ୍ରାମର ଅଗ୍ନିବିପନ୍ନ ବାରିଣିଙ୍କ ପରିବାର ପାଖେ ବିଭିନ୍ନ ସଂଗଠନ ପହଞ୍ଚି ସହାୟତା…
କେସିଙ୍ଗା,୧୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ଗ୍ରାମରେ ଥିବା ମାଝୀ ଗ୍ୟାରେଜ୍ରେ ମାଲିକ ବାଇକ୍ ଖୋଲି ଚେକ୍ କରୁଥିଲେ। ଏହି ସମୟରେ ଶଟ୍ସର୍କିଟ୍…
ପ୍ରାୟତଃ ଦେଖାଯାଏ ଯେ, ରାସ୍ତାରେ ଯାଉଥିବା ସମୟରେ ଗାଡ଼ିଗୁଡ଼ିକରେ ହଠାତ୍ ନିଆଁ ଲାଗିଯାଏ। ଏପରି ପରିସ୍ଥିତିରେ ଡ୍ରାଇଭର ଭୟଭୀତ ହୋଇଯାଆନ୍ତି। ଏପରି ପରିସ୍ଥିତିରେ ଡ୍ରାଇଭରମାନେ ପ୍ରାୟତଃ ଗାଡ଼ିକୁ…
ନୂଆଦିଲ୍ଲୀ,୩୧।୮: ଦିଲ୍ଲୀରୁ ଇନ୍ଦୋର ଯାଉଥିବା ଏୟାର ଇଣ୍ଡିଆର ବିମାନ AI2913 ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ଦିଲ୍ଲୀ ଫେରିବାକୁ ପଡିଲା। ବିମାନର କକପିଟ କ୍ରୁଙ୍କୁ…
ଭୁବନେଶ୍ୱର,୨୯ା୮: ରାଜଧାନୀର ପାଣ୍ଡରା ଅଞ୍ଚଳରେ ଗୁରୁବାର ରାତି ଅଧରେ ଘଟିଯାଇଛି ଏକ ଛାତିଧରା ଘଟଣା। ଜଣେ ଆଇନଜୀବୀ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଛନ୍ତି।…
ଅତାବିରା,୧୦ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ସମ୍ବଲପୁର ୫୩ ନଂ ଜାତୀୟ ରାଜପଥ ଉପରେ ହୁତୁହୁତୁ ହୋଇ ଜଳିଗଲା ଆଲୁମିନିୟମ ବୋଝେଇ ଟ୍ୟାଙ୍କର। ରବିବାର ସକାଳୁ ବରଗଡ଼ ଜିଲା ଅତାବିରା…
ଖଲ୍ଲିକୋଟ,୨୭ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ଶ୍ରୀକୃଷ୍ଣ ଶରଣପୁର ପଞ୍ଚାୟତର ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ରବିବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟି ୩ ପରିବାରର ୮…
ଭୁବନେଶ୍ୱର,୧୮ା୭: ରାଜଧାନୀର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଶୁକ୍ରବାର ପୂର୍ବାହ୍ନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ତେବେ ଅଗ୍ନିକାଣ୍ଡ ପରେ ୬୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର…
ବାଗଦାଦ,୧୭।୭: ଇରାକର ଏକ ଶପିଂ ମଲରେ ଭୟଙ୍କର ଅଗ୍ନିକାଣ୍ଡରେ ଅତି କମରେ ୫୦ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବା ରିପୋର୍ଟ ମିଳିଛି। ସମ୍ବାଦ ସରବରାହ ସଂସ୍ଥା AFP…
କେସିଙ୍ଗା,୨୮ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ରେଳ ଷ୍ଟେଶନରେ ଏକ ବଡ଼ ଧରଣର ଅଘଟଣ ଘଟିଛି । ଅହମଦାବାଦଠାରୁ ପୁରୀ ଅଭିମୁଖେ ଯାଉଥିବା ଦ୍ରୁତଗାମୀ ଟ୍ରେନ୍ଟି ଟିଟିଲାଗଡ଼ରୁ…