firebrand leader quits

ଭାଜପାକୁ ଲାଗିଲା ବଡ଼ ଝଟକା, ଦଳ ଛାଡିଲେ ଫାୟାର ବ୍ରାଣ୍ଡ ନେତା

ନୂଆଦିଲ୍ଲୀ,୩୦।୬୫: ତେଲଙ୍ଗାନାର ଫାୟାରବ୍ରାଣ୍ଡ ନେତା ଏବଂ ଗୋଶାମହଲ ବିଧାୟକ ଟି ରାଜା ସିଂହ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି। ତାଙ୍କର ତେଲଙ୍ଗାନା ପାର୍ଟି ନେତୃତ୍ୱ ସହିତ…

5 months ago