ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ରାସ୍ତା ଉପରେ ଛିଟିକି ପଡ଼ିଲା ଖଣ୍ଡ ବିଖଣ୍ଡିତ ଶରୀର ଇନ୍ଦୋର,୧୪।୫: ମଧ୍ୟପ୍ରଦେଶ ଦେବାସର ଏବି ରୋଡ ପାର୍ଶ୍ୱରେ ଥିବା ଟଙ୍କକାଲାରେ ଚାଲିଥିବା ଏକ ବାଣ କାରଖାନାରେ ଏକ ବଡ଼ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି। ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ନିକଟସ୍ଥ ଘରର କାନ୍ଥ ମଧ୍ୟ ଦୋହଲି ଯାଇଥିଲା।…