firewood on bike

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ ଆକାର…

2 months ago