ଯୁବକଙ୍କ ଉପରକୁ ୫ ରାଉଣ୍ଡ ଗୁଳି କଲେ ଦୁର୍ବୃତ୍ତ, ମେଡିକାଲରେ ଭର୍ତ୍ତି ବାରିପଦା,୨୩ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ୧୮ ନମ୍ବର ଜାତୀୟ ରାଜପଥ ବାଇଗଣବାଡ଼ିଆ-କୁଚେଇ ମଝିରେ ସୋମବାର ଗୁଳିମାଡ଼ ହୋଇଛି। ଏଥିରେ ଜଣେ ଯୁବକ ଗୁରୁତର ହୋଇ ବାରିପଦା ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼...