କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍ କଲୋନୀରେ ଫାୟାରିଂ ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ, ସାଙ୍ଗମାନେ ମିଶି ଭୋଜି କଲା ବେଳେ ସ୍ପଷ୍ଟ…