ବାଇକ୍ରେ ଆସିଲେ ୨ ଦୁର୍ବୃତ୍ତ, ଦୋକାନୀ-ଗ୍ରାହକଙ୍କୁ କଲେ ଗୁଳିମାଡ଼ ରାଉରକେଲା,୧୭ା୫(ସଙ୍ଗୀତା ଜେନା): ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ୨ ଜଣ ଗୁରୁତର ହୋଇଛନ୍ତି। ବାଇକରେ ଦୁଇ ଦୁର୍ବୃତ୍ତ ଆସି ଦୋକାନୀ ଏବଂ ଜଣେ ଗ୍ରାହକଙ୍କୁ ଗୁଳିମାଡ଼ କରିଛନ୍ତି। ଗୁରୁତର ଦୁଇ ଜଣଙ୍କୁ ଚିକିତ୍ସା ପାଇଁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଜଣଙ୍କର...