Tag Archives: firing

ମାରାଥନବେଳେ ଫୁଟିଲା ଗୁଳି, ଯୁବକ ଗୁରୁତର

ରାଉରକେଲା,୨୨ା୧୨: ରବିବାର ମାରାଥନ କାର୍ଯ୍ୟକ୍ରମ ଚାଲିଥିବାବେଳେ ଗୁଳି ଫୁଟିଛି। ଫଳରେ ଏହି ଗୁଳିମାଡ଼ରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଯୁବକ ଜଣଙ୍କ ହେଲେ ସଲିଳ କୁମାର ସାହୁ। ଏପରି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ରାଉରକେଲା ସେକ୍ଟର-୩ ଥାନା ଅଞ୍ଚଳରେ।…

ପୋଲିସ ଗୁଳିରେ ୪ ମୃତ

ସମ୍ଭଲ(ୟୁପି),୨୫ା୧୧: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଏକ ମସ୍‌ଜିଦରେ ରବିବାର ସକାଳେ ସର୍ଭେ ଚାଲିଥିବାବେଳେ ପୋଲିସ ଓ ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଉକ୍ତ ସମ୍ପ୍ରଦାୟର ଲୋକେ ଟେକାମାଡ଼ କରିବାରୁ ୨୦ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ପୋଲିସ ଉତ୍ତ୍ୟକ୍ତ…

ଦାଣ୍ଡ ମଝିରେ ଯୁବକଙ୍କୁ ଗୁଳି, କାନ୍ଧରେ ବାଜି…

ନବରଙ୍ଗପୁର/ଝରିଗାଁ,୧୬ା୧୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ପଞ୍ଚାୟତ ଅଧୀନ ବାସୁଦେବଗୁଡ଼ା ଗାଁର ଡମନା ଭତରା(୩୦)ଙ୍କୁ ସେହିଗାଁର କପୁର ଭତରା ଦେଶୀ ବନ୍ଧୁକରେ ଗୁଳି କରିଛନ୍ତି। ଡମନାଙ୍କ ଡାହାଣ କାନ୍ଧରେ ଗୁଳି ବାଜିଛି। ସ୍ଥାନୀୟ ଲୋକଙ୍କ ସହାୟତାରେ ଝରିଗାଁ ଗୋଷ୍ଠୀ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣଙ୍କୁ ଗୁଳିମାଡ଼ କଲେ ସରପଞ୍ଚ

କଣ୍ଟାମାଳ,୨୮ା୯(ଆଦିରେଶ୍ୱର ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସରପଞ୍ଚଙ୍କ ଗୁଳିମାଡ଼ରେ ଜଣେ ଗୁରୁତର ହୋଇଛନ୍ତି। ଘଟଣା ଘଟିଛି ବୌଦ୍ଧ ଜିଲା ମନମୁଣ୍ଡା ଥାନା କସୁରବନ୍ଧ ଗାଁରେ। ଗୁରତର ଜଣକ ହେଲେ କସୁରବନ୍ଧ ଗାଁର ରାଜେନ୍ଦ୍ର କର୍ଣ୍ଣ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଶୁକ୍ରବାର ରାତିରେ…

ବି.ଫଟକରା ଗାଁରେ ଗୁଳିକାଣ୍ଡ: ଏସ୍‌ପିଙ୍କୁ ଭେଟିଲେ ଗ୍ରାମବାସୀ

ବଲାଙ୍ଗୀର,୧୯ା୯(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଳା ଥାନା ଅନ୍ତର୍ଗତ ବି. ଫଟକରା ଗାଁରେ ଗତ ୧୧ ତାରିଖ ବିଳମ୍ବିତ ରାତିରେ କିଛି ଯୁବକ ମାରଣାସ୍ତ୍ର ଧରି ଧମକ ଚମକ ଦେଇଥିଲେ। ସେହି ଗାଁର ନିତେଇ ନନ୍ଦ ନାମକ ଜଣେ ଯୁବକଙ୍କୁ…

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣା: ଆତ୍ମହତ୍ୟା କରିଥିବା ଅଭିଯୁକ୍ତଙ୍କର ପୁଣିଥରେ ହେବ ପୋଷ୍ଟମର୍ଟମ

ମୁମ୍ବାଇ,୮ା୫: ଅଭିନେତା ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାରେ ମୁମ୍ବାଇ ପୋଲିସର ହେପାଜତରେ ଆତ୍ମହତ୍ୟା କରିଥିବା ଅଭିଯୁକ୍ତ ଅନୁଜ ଥାପାନଙ୍କ ପୋଷ୍ଟମର୍ଟମ ପୁଣି ଥରେ କରାଯିବ। ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କର ପୋଷ୍ଟମର୍ଟମ ହୋଇସାରିଛି…

ସଲମାନଙ୍କ ଘର ଉପରକୁ ଗୁଳିମାଡ଼, ସିସିଟିଭିରେ କଏଦ ହେଲେ ଅଭିଯୁକ୍ତ

ମୁମ୍ବାଇ: ରବିବାର ସକାଳେ ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ଘର ବାହାରେ ଗୁଳିମାଡ଼ ହୋଇଥିଲା। ଦୁଇଜଣ ବାଇକ୍‌ ଆରୋହୀ ବାନ୍ଦ୍ରାସ୍ଥିତ ଭାଇଜାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ସମ୍ମୁଖରେ ୬ ରାଉଣ୍ଡ ଗୁଳି ଚଳାଇଥିଲେ। ଦୁର୍ବୃତ୍ତମାନେ ଗୁଳି ଚଳାଇ ପବନ ବେଗରେ ପଳାଇ ଯାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?