ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ… ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ପରୀକ୍ଷା ପୂର୍ବାହ୍ନ ୯ଟାରେ ଆରମ୍ଭ ହୋଇ ୧୧ଟା…