ନୂଆଦିଲ୍ଲୀ,୨୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସୋସିଆଲ ମିଡିଆ ଏକ୍ସ'ରେ ତାଙ୍କର ପ୍ରଥମ ନିର୍ବାଚନ ପ୍ରଚାରର ଏକ ପୁରୁଣା ଭିଡିଓ ସେୟାର କରିଛନ୍ତି। ଏଥିରେ ସେ କହିଛନ୍ତି…