ବିହାର ନିର୍ବାଚନରେ ବିଜୟ ପୂର୍ବରୁ ପ୍ରଥମ ପ୍ରତିକ୍ରିୟା ଦେଲେ ମୋଦି, କହିଲେ ଏହା ସୁଶାସନ ସହ ବିକାଶର ହୋଇଛି ବିଜୟ ପାଟନା,୧୪।୧୧: ପ୍ରଧାନମନ୍ତ୍ରୀ ମୋଦି ବିହାର ନିର୍ବାଚନ ଫଳାଫଳ ବିଷୟରେ ସୋସିଆଲ ମିଡିଆରେ ଲେଖିଛନ୍ତି, ‘ସୁଶାସନ ଜିତିଛି। ବିକାଶ ଜିତିଛି। ଜନ କଲ୍ୟାଣର ଆତ୍ମା ଜିତିଛି। ସାମାଜିକ ନ୍ୟାୟ ଜିତିଛି। ମୁଁ ବିହାରରେ ମୋ ପରିବାରର ସଦସ୍ୟମାନଙ୍କ ପ୍ରତି ଗଭୀର କୃତଜ୍ଞ,...