ଦ୍ୱିତୀୟ ସ୍ତ୍ରୀ ପାଇଁ ପ୍ରଥମ ସ୍ତ୍ରୀଙ୍କ ଭରଣପୋଷଣ ଅଣଦେଖା କରିପାରିବ ନାହିଁ: ହାଇକୋର୍ଟ ଆହ୍ଲାବାଦ୍,୧୯ା୧୨: ସ୍ୱାମୀ ଯଦି ଦ୍ୱିତୀୟ ସ୍ତ୍ରୀଙ୍କୁ ଆର୍ଥିକ ସହାୟତା କରିବାରେ ସକ୍ଷମ, ତେବେ ଏହା ପ୍ରଥମ ସ୍ତ୍ରୀଙ୍କ ଭରଣପୋଷଣ ଦାବିକୁ ପ୍ରତ୍ୟାଖ୍ୟାନ କରିବାର କାରଣ ହୋଇପାରିବ ନାହିଁ। ଆହ୍ଲାବାଦ୍ ହାଇକୋର୍ଟ ଗୁରୁବାର ଏକ ମାମଲାର ଶୁଣାଣି କରି ଏହି ଗୁରୁତ୍ୱପୂର୍ଣ୍ଣ...