ମାତୃଭାଷା ଦିବସ ସହ ପାଳନ ହେବ ଓଡ଼ିଆ ଭାଷା ସପ୍ତାହ, ପୁରାତନ ବିଦ୍ୟାଳୟକୁ ମିଳିବ ଐତିହ୍ୟ ମାନ୍ୟତା ଭୁବନେଶ୍ୱର,୧୯ା୧: ଐତିହ୍ୟ କ୍ୟାବିନେଟ ନିଷ୍ପତ୍ତି ଅନୁଯାୟୀ ୨୦୨୪ ଫେବ୍ରୁଆରି ୩ ତାରିଖ ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନର ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି 5-T ଓ...