Tag Archives: fish

ଚିନ୍ତାଜନକ ରିପୋର୍ଟ, ଦିଲ୍ଲୀର ମାଛରେ ମିଳିଲା ଅତ୍ୟାଧିକ ପ୍ଲାଷ୍ଟିକ….

ନୂଆଦିଲ୍ଲୀ,୪।୮(ପି.ଟି.): ଦିଲ୍ଲୀରେ ପ୍ରବାହିତ ଯମୁନା ନଦୀର ମାଛମାନଙ୍କଠାରେ ହରିୟାଣାର ନଦୀପଥ ତୁଳନାରେ ଯଥେଷ୍ଟ ଅଧିକ ମାତ୍ରାରେ ମାଇକ୍ରୋପ୍ଲାଷ୍ଟିକ୍‌ (ସୂକ୍ଷ୍ମ ପ୍ଲାଷ୍ଟିକ୍‌ କଣିକା) ଜମା ହୋଇଥିବା ଏକ ଚାଞ୍ଚଲ୍ୟକର ତଥ୍ୟ ଗବେଷଣା ରିପୋର୍ଟରୁ ଜଣାପଡ଼ିଛି। ଦିଲ୍ଲୀ ବିଶ୍ୱବିଦ୍ୟାଳୟ (ଡିୟୁ)ର ଗବେଷକମାନଙ୍କ ଦ୍ୱାରା କରାଯାଇଥିବା…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର, ବାଳିଆ ଆଦି ବଡ଼ ଛୋଟ ମାଛ ପୋଖରୀ ମଧ୍ୟରେ ମରି ଭାସୁଥିବା ଦେଖିବାକୁ…

ଖଇଗାଁ ଦର ଆକାଶଛୁଆଁ: ନଈମଝିକୁ ଯାଇ ଡଙ୍ଗିରେ ଜାଲ ପକାଇ ଧରୁଛନ୍ତି ଧୀବର

ମହାକାଳପଡ଼ା,୫।୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ ଗ୍ରାମ ମହାନଦୀ ସଂଲଗ୍ନ ବନ୍ତନାଶି କନ୍ଧା ମୁହାଣଠାରେ ଖଇଙ୍ଗା ମାଛ ଧରିବାକୁ ଡଙ୍ଗିରେ ଧୀବରମାନେ ଭଉଁରି ଜାଲ ପକାଉଥିବା ଦେଖିବାକୁ ମିଳିଛି। କୋହଲା ପାଗ ସାଙ୍ଗକୁ ପୂର୍ଣ୍ଣିମା ତିଥି…

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ ୧୩ ବର୍ଷୀୟ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦିଆଯାଇଥିବା ଅଭିଯୋଗ ହୋଇଛି। ରକ୍ତାକ୍ତ ଅବସ୍ଥାରେ ତାଙ୍କୁ ଏରସମା…

ଗର୍ଭାବସ୍ଥାରେ ମାଛ ଖାଇଲେ କେମିତିକା ଶିଶୁ ଜନ୍ମ ହୋଇଥାଏ? ଜାଣି ରଖନ୍ତୁ ଏହି ସତ କଥା…

ଗର୍ଭାବସ୍ଥା ସମୟରେ ମହିଳାମାନେ ସି’ ଫୁଡ୍‌ ବା ସମୁଦ୍ର ମାଛ ଖାଇବା ଉଚିତ କି ଅନୁଚିତ ଅଧିକାଂଶ ଲୋକ ଦ୍ୱନ୍ଦ୍ୱରେ ପଡ଼ିଥାନ୍ତି। ଏପରିକି ଅନେକ ମହିଳା ସମ୍ପୂର୍ଣ୍ଣ ଭାବେ ସି’ ଫୁଡ୍‌କୁ ଆଭଏଡ୍‌ କରିଥାନ୍ତି। ମାତ୍ର ଏହି ସି’ ଫୁଡ୍‌ରେ ପ୍ରୋଟିନ,…

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ ଶନିବାର ଏହି ମାଛ ନିଲାମ ପାଇଁ ଆସିଥିଲା। ମାଛକୁ ଦେଖିବା ପାଇଁ ସ୍ଥାନୀୟ ଲୋକଙ୍କ…

ମତ୍ସ୍ୟଜୀବୀଙ୍କ ଜାଲରେ ପଡୁଛି ବିରଳ ପ୍ରଜାତିର ମାଛ

ମହାକାଳପଡ଼ା,୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ହୀରାକୁଦ ଜଳଭଣ୍ଡାର ଉପରମୁଣ୍ଡରେ ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ହୀରାକୁଦର ୨୦ ସ୍ଲୁଇଜ୍‌ ଗେଟ୍‌ ଦେଇ ବନ୍ୟା ଜଳ ମହାନଦୀକୁ ନିଷ୍କାସିତ ହେଉଛି। ସେହି ବନ୍ୟାଜଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବାହାକୁଦ ଦେଇ ସମୁଦ୍ରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?