ନଭେମ୍ବର ୧ରୁ ଅଲିଭ୍ରିଡ୍ଲେ କଇଁଛ କଟକଣା ଆରମ୍ଭ ରାଜନଗର, ୩୦ା୧୦(ଭାସ୍କର ରାଉତରାୟ): ନଭେମ୍ବର ୧ରୁ ଆରମ୍ଭ ହେଉଛି ଅଲିଭ ରିଡ୍ଲେ କଇଁଛ ଲାଗି କଟକଣା ଆରମ୍ଭ ହେବ। ବିରଳ ଅଲିଭ୍ ରିଡ୍ଲେଙ୍କ ଅନ୍ତୁଡ଼ିଶାଳ ଭାବେ ୧୪୩୭ ବର୍ଗ କି.ମି. ପରିମିତ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ସମେତ ଧାମରା ମୁହାଣରୁ...